Masthead

ଇଂଜିନିୟରିଂ ଛାତ୍ର ବୁଡି ନିଖୋଜ ଘଟଣା, ସରାଙ୍ଗ ବ୍ରିଜ ନିକଟରୁ ମିଳିଲା ମୃତଦେହ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ବ୍ରାହ୍ମଣୀ ନଦୀରେ ଇଂଜିନିୟରିଂ ଛାତ୍ର ବୁଡି ନିଖୋଜ ଘଟଣା। ନିଖୋଜ ଛାତ୍ରଙ୍କ ମୃତଦେହ ସରାଙ୍ଗ ବ୍ରିଜ ନିକଟରୁ ଉଦ୍ଧାର। ଗତକାଲି ଅପରାହ୍ନରେ ଜିଆଇଟି କଲେଜର ବିଟେକ ମେଟାଲୋଜି ବିଭାଗର ଶେଷ ବର୍ଷର ଛାତ୍ର ସନତ ମାହାଳିକ ସାଙ୍ଗସହ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ। ବହୁ ଖୋଜାଖୋଜି ପରେ ସନତ ମିଳିନଥିଲେ । ଆଜି ତାଙ୍କ ମୃତଦେହ ସରାଙ୍ଗ ବ୍ରିଜ ନିକଟରୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା