Masthead

ଓଡ଼ିଶା ପରିବର୍ତ୍ତନ ପାଇଁ ଏରସମାରେ ବିଜୟ ଉତ୍ସବ

ଏରସମା (ବଡ଼ ଖବର ବ୍ୟୁରୋ): ଚଳିତ ନିର୍ବଚନରେ ଭାରତୀୟ ଜନତା ପାର୍ଟି ସରକାର ଗଢ଼ିବାକୁ ଯାଉଛି । ଆସନ୍ତା ୧୦ ତାରିଖରେ ଭାରତୀୟ ଜନତା ପାର୍ଟି ସରକାର ଗଢ଼ିବାକୁ ଦୃଷ୍ଟିରେ ରଖି ଆଜି ବାଲିକୁଦା ଏରସମା ନିର୍ବାଚନମଣ୍ଡଳିର ଏରସମା ସ୍ଥିତ ଭାରତୀୟ ଜନତା ପାର୍ଟି ଅଫିସ ସମ୍ମୁଖରେ ସତ୍ୟ ସାରଥୀ ମହାନ୍ତିଙ୍କ ନେତୃତ୍ଵରେ ଏକ ବିଜୟ ଉତ୍ସବ ସଭା ଅନୁଷ୍ଠିତ ହୋଇଯାଇଛି ।

ଏହି ବିଜୟ ଉତ୍ସବରେ ସତ୍ୟ ସାରଥୀ ମହାନ୍ତି ଭାରତୀୟ ଜନତା ପାର୍ଟିର କର୍ମୀମାନଙ୍କୁ ତଥା ଜନସାଧାରଣମାନଙ୍କୁ ମିଠା ବାଣ୍ଟି ବିଜୟ ଉତ୍ସବ ମନେଇଥିଲେ । ଶ୍ରୀ ମହାନ୍ତି ଭାରତୀୟ ଜନତା ପାର୍ଟିରେ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ପରାଜୟ ହୋଇଥିଲେ ମଧ୍ୟ ଓଡ଼ିଶା ପରିବର୍ତ୍ତନକୁ ନେଇ ବେଶ୍ ଖୁସି ଥିବା କହିଛନ୍ତି । ସେହିପରି ଆଗାମୀ ଦିନରେ ତ୍ରୁଟି ସୁଧାରିବାକୁ ପଞ୍ଚାୟତ ଅଭିଯାନ ଆରମ୍ଭ କରିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ