Masthead

OSSC ପରୀକ୍ଷାରେ ବଡ଼ ତ୍ରୁଟି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ):  OSSC ପରୀକ୍ଷାରେ ତ୍ରୁଟି  । ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ । ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି କର୍ତ୍ତୃପକ୍ଷ। ।

ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ ଜାରି କରିଛନ୍ତି। ଆଜି OCS ମେନ୍‌-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳିଛି। ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ