Masthead

ଏହି ଜିଲ୍ଲାମାନଙ୍କରେ ସକାଳ ୬ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯେଉଁ ଜିଲ୍ଲା ଗୁଡ଼ିକ ୟେଲୋ ଓ ରେଡ଼ ଜୋନ ମଧ୍ୟରେ ଅଛି ଓ ସଂକ୍ରମଣ ଅନ୍ୟ ୧୭ଟି ଜିଲ୍ଲାମାନଙ୍କ ତୁଳନାରେ ଅଧିକ ରହିଛି ସେଠାରେ କଟକଣା ର ସମୟ ସୀମାକୁ ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ କରାଯାଇଛି । ସେ ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂପୁର, ଯାଜପୁରଳ ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଏବଂ କେନ୍ଦୁଝର । ଏହି ଜିଲ୍ଲା ମାନଙ୍କରେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ଅତ୍ୟାବଶ୍ୟ ସାମଗ୍ରୀ ଦୋକାନ ଖୋଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ