Masthead

ଏହି ଜିଲ୍ଲାମାନଙ୍କରେ ସକାଳ ୬ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯେଉଁ ଜିଲ୍ଲା ଗୁଡ଼ିକ ୟେଲୋ ଓ ରେଡ଼ ଜୋନ ମଧ୍ୟରେ ଅଛି ଓ ସଂକ୍ରମଣ ଅନ୍ୟ ୧୭ଟି ଜିଲ୍ଲାମାନଙ୍କ ତୁଳନାରେ ଅଧିକ ରହିଛି ସେଠାରେ କଟକଣା ର ସମୟ ସୀମାକୁ ସକାଳ ୬ଟାରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ କରାଯାଇଛି । ସେ ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂପୁର, ଯାଜପୁରଳ ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଏବଂ କେନ୍ଦୁଝର । ଏହି ଜିଲ୍ଲା ମାନଙ୍କରେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ଅତ୍ୟାବଶ୍ୟ ସାମଗ୍ରୀ ଦୋକାନ ଖୋଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ