Masthead

ମୋଦିଙ୍କ ପାଦ ନଖ ସହିତ ବି ସମାନ ନୁହନ୍ତି ଉଦୟନିଧି: ବିଜେପି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାମିଲନାଡୁର କ୍ରୀଡାମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ପୁଣି ଥରେ ବିବାଦୀୟ ବୟାନ ଚର୍ଚ୍ଚାକୁ ଆସିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସିଧାସଳଖ ଟାର୍ଗେଟ କରିଥିଲେ ଉଦୟନିଧି । ଯାହାକୁ ଦେଇ ଭାରତୀୟ ଜନତା ପାର୍ଟି ତାଙ୍କୁ ବିଫଳ ଅଭିନେତା ବୋଲି କହିଛି। ବିଜେପି କହିଛି ଯେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦର ନଖ ସହିତ ବି ସେ ସମାନ ନୁହଁନ୍ତି।

ସୂଚନାଯୋଗ୍ୟ, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନ ତାଙ୍କ ବିବୃତ୍ତି ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏଥର ସେ କହିଛନ୍ତି ଯେ କେବଳ ପ୍ରଧାନମନ୍ତ୍ରୀ ମୋଦି ନୁହଁନ୍ତି, ତାଙ୍କ ଜେଜେବାପା ମଧ୍ୟ ଡିଏମକେ ପାଇଁ କୌଣସି ଅନିଷ୍ଟ କରିପାରିବେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ