Masthead

‘ଯଦି ବି ମୋତେ ଗିରଫ କରାଯାଏ…ଆପ ହିଁ ଜିତିବ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ଜିତିବ। କିଛି ଏଭଳି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ। ସେ କହିଛନ୍ତି ଯଦିଓ ମୋତେ ଗିରଫ କରାଯାଏ, ତେବେ ଦିଲ୍ଲୀରେ ଆପ ହିଁ ଜିତିବ। ସେ କହିଛନ୍ତି, ଲୋକ ସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟିର ଅଭିଯାନକୁ ଖଣ୍ଡନ କରିବା ପାଇଁ ଶାସକ ବିଜେପି ତାଙ୍କୁ ଗିରଫ କରିବାକୁ ଯୋଜନା କରିଛି।

ବିଭିନ୍ନ ଆଞ୍ଚଳିକ ଦଳର ନେତାମାନଙ୍କୁ ମଧ୍ୟ ଟାର୍ଗେଟ୍‌ କରିବେ ବୋଲି ସେ କହିଛନ୍ତି। କେଜ୍‌ରିଓ୍ବାଲ ଆପ କର୍ମୀଙ୍କୁ ଜାତୀୟ ରାଜଧାନୀର ପ୍ରତ୍ୟେକ ଘର ପରିଦର୍ଶନ କରିବାକୁ ଏବଂ ବିଜେପିର ଷଡଯନ୍ତ୍ର ବିଷୟରେ ଲୋକଙ୍କୁ ଜଣାଇବାକୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି