Masthead

ରାମଲାଲାଙ୍କ ଦର୍ଶନ ପାଇଁ ସମସ୍ତେ ଆତୁର

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଏ ଯାଏଁ ବି ବୁଝୁ ନାହିଁ ମନ। ଲାଲାଙ୍କ ଦର୍ଶନ ପାଇଁ ଶୀତ ଖାତି ନକରି ଲମ୍ବା ଧାଡ଼ିରେ ଠିଆ ହେଉଛନ୍ତି ଭକ୍ତ। ଯେମିତି ରାଘବଙ୍କ ପ୍ରେମରେ ପଆଗଳ ପିୟାସୀ ସମସ୍ତେ। ଆଜି ମଧ୍ୟ ଅଯୋଧ୍ୟା ରାମ ମନ୍ଦିର ଆଗରେ ଦେଖିବାକୁ ମିଳିଛି ପ୍ରବଳ ଭିଡ଼ । ବିଳମ୍ବିତ ରାତିରୁ ରାମ ପଥରେ ଧାଡ଼ିରେ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁ । ବାଳକ ରାମଙ୍କ ଦର୍ଶନ ପାଇଁ ସମସ୍ତେ ଆତୁର । ଦୂର ଦୂରାନ୍ତରୁ ଆସିଛନ୍ତି ବହୁ ରାମଭକ୍ତ । ଶୀତକୁ ଖାତିର ନକରି ସେମାନେ ପ୍ରଭୁଙ୍କ ଦର୍ଶନ ପାଇଁ ଅପେକ୍ଷା କରିଥିବା ଦେଖିବାକୁ ମିଳିଛି ।

ଭକ୍ତଙ୍କ ସୁବିଧା ପାଇଁ ପ୍ରାୟ ୮ ହଜାରରୁ ଅଧିକ ସୁରକ୍ଷାକର୍ମୀ ଅଯୋଧ୍ୟାରେ ମୁତୟନ ହୋଇଛନ୍ତି । କଡ଼ା ନଜରରେ ରହିଛି ଅଯୋଧ୍ୟା ରାମ ମନ୍ଦିର । ମନ୍ଦିର ଗର୍ଭଗୃହରେ ଆଇନ ଶୃଙ୍ଖଳା ଡିଜି ମନିଟରିଂ କରୁଛନ୍ତି । ଗତକାଲି ପ୍ରାୟ ୫ ଲକ୍ଷ ଶ୍ରଦ୍ଧାଳୁ ରାମଲାଲାଙ୍କ ଦର୍ଶନ କରିଛନ୍ତି ବୋଲି ସୂଚନା ମିଳିଛି । ତେବେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଙ୍କୁ ୨ ସପ୍ତାହ ପରେ ମନ୍ଦିର ଆସିବାକୁ ନିବେଦନ କରିଛନ୍ତି ଅଯୋଧ୍ୟା ରେଞ୍ଜ ଆଇଜି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ