Masthead

ମୋଦିଙ୍କ ଅବହେଳା ଯୋଗୁଁ ମଣିପୁରରେ ସବୁକିଛି ଘଟୁଛି: ଅଶୋକ ଗେହଲଟ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ଏକ ପ୍ରେସ କନଫରେନ୍ସ କରି ମୋଦିଙ୍କ ଉପରେ ବର୍ଷିଛନ୍ତି । କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ବୟାନ ରାଜସ୍ଥାନର ସ୍ୱାଭିମାନକୁ ଆଘାତ ଦେଇଛି। ସେ ମଣିପୁର ସମ୍ପର୍କରେ ଏକ ବୈଠକ ଡାକିନାହାଁନ୍ତି। ମଣିପୁର ଘଟଣାକୁ ନେଇ ଆଦୌ ଗୁରୁତ୍ୱ ଦେଉ ନାହାନ୍ତି।

୭୭ ଦିନ ହେବ ମଣିପୁର ଜଳୁଛି । ହେଲେ ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ ଏହାକୁ ନେଇ ଗୋଟିଏ ହେଲେ ବୟାନ ଜାରି କରୁ ନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଯେ ମୋଦିଙ୍କ ଅବହେଳା ଯୋଗୁଁ ଆଜି ମଣିପୁରରେ ସବୁକିଛି ଘଟୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା