Masthead

ଆଜିଠୁ ସବୁ ଖୋଲା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ କୌଣସି ସ୍ଥାନରେ ସପ୍ତାହାନ୍ତ ସଟଡାଉନ୍ ରହିବନି। ସକାଳ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସବୁ ଦୋକାନ ବଜାର, ମଲ୍ ଆଦି ଖୋଲା ରହିବ। କେବଳ ସବୁ ସହରାଞ୍ଚଳରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ରହିବ ବୋଲି ଉନ୍ନୟନ କମିସନର ତଥା ସ୍ବତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ବାହାଘର, ବ୍ରତଘର ଓ ଶୁଦ୍ଧି କ୍ରିୟାରେ ୨୫୦ଜଣ ସାମିଲ ହୋଇପାରିବେ ।

ବାହାଘର ବରଯାତ୍ରୀରେ ୫୦ରୁ ଅଧିକ ଲୋକ ସାମିଲ ହୋଇପାରିବେ ନାହିଁ । ପ୍ରାଧିକୃତ ଅଧିକାରୀଙ୍କ ଠାରୁ ଅନୁମତି ନେଇ ହୋଇପାରିବ ବିବାହ ଶୋଭାଯାତ୍ରା । ରାଜନୈତିକ, ସାମାଜିକ, ସାଂସ୍କୃତିକ ସମାବେଶରେ କଟକଣା । ଏଣିକି କୋଭିଡ ସାର୍ଟିଫିକେଟ ଓ ଟିକା ପ୍ରମାଣ ପତ୍ର ବାଧ୍ୟତାମୂଳକ ନୁହେଁ । ଲାଇବ୍ରେରୀ ଖୋଲା ରହିବ । ସଂକ୍ରମଣ ସ୍ଥିତି ଦେଖି ଜିଲ୍ଲାପାଳ ଚାହିଁଲେ ଅତିରିକ୍ତ କଟକଣା ବଢ଼ାଇପାରିବେ ।

ପ୍ରଦର୍ଶନୀ, ବାଣିଜ୍ୟମେଳା ଆଦିକୁ ବାରଣ । ନାଇଟ କର୍ଫ୍ୟୁ ସମୟରେ ଜରୁରୀ ସେବା ଜାରି ରହିବ । ଓଲା, ଉବେର ଆଦିକୁ ଅନୁମତି । ବସଷ୍ଟାଣ୍ଡ, ଷ୍ଟେସନ ଏୟାରପୋର୍ଟ ଯାଇପାରିବେ । ପୂଜାପାର୍ବଣ ପାଇଁ ଆସିବ ନୂଆ ଗାଇଡଲାଇନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି