କେନ୍ଦ୍ରମନ୍ତ୍ରୀଙ୍କୁ ସବୁ ଭୁଲ ଦେଖାଯିବ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୫ଟି ସଚିବ ସମ୍ବିଧାନ ଭଙ୍ଗ କରୁଥିବା ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିଯୋଗର ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ ଟି ସଚିବ କାମ କରୁଛନ୍ତି । କୌଣସି ଦିନ ଦଳୀୟ ପତାକା ଧରୁ ନାହାନ୍ତି କି ଦଳୀୟ କାମ କରୁନାହାନ୍ତି । ତେଣୁ ସମ୍ବିଧାନ କେଉଁଠି ଭାଙ୍ଗିଲେ ? ତାଙ୍କୁ ସବୁ ଭୁଲ ଦେଖା ଯିବ। ବିକାଶକୁ ବିରୋଧ କରିବା ଛଡା ଅନ୍ୟ କିଛି ଜାଣନ୍ତିନି କେନ୍ଦ୍ରମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’