Masthead

୬ଟି ବୁଥରେ ଇଭିଏମରେ ତୃଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଭୋଟ ଦେଉଛି ପିପିଲି । ଆଜି ସକାଳୁ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଥିବା ବେଳେ ବିଭିନ୍ନ ବୁଥରେ ଇଭିଏମରେ ତୃଟି ଦେଖା ଦେଇଛି । ଖବର ଆନୁଯାୟୀ ସକାଳେ ୪ଟି ବୁଥର ଇଭିଏମ ଅଚଳ ହୋଇଯାଇଥିଲା ବେଳେ ଏବେ ୬ଟି ବୁଥରେ ଇଭିଏମରେ ତୃଟି ଦେଖାଦେଇଛି ।

ତେବେ କୌଶଲ୍ୟାପୁରର ୧୫୪ ନମ୍ବର ବୁଥ୍, ପୁବାର ୧୫୮, ଲକ୍ଷ୍ମୀନାରାୟଣପୁରର ୧୬୧, କୁଞ୍ଜରର ୧୬୭, ସିଉଳାର ୧୬୯, ଓ ବିନାୟକପୁରର ୧୭୩ ନମ୍ବର ବୁଥରେ ତୃଟି ଦେଖାଦେଇଥିବା ନେଇ ସୂଚନାନ ମିଳିଛି । ଏହା ପୂର୍ବରୁ ୧୩୯- , ୧୭୭,୧୮୮ ନୂଆଶାସନ ଦକ୍ଷିଣ ସାହିର ୨୦୩ ନମ୍ବର ବୁଥରେ ଇଭିଏମ ଅଚଳ ହୋଇପଡିଥିବା ଖବର ମିଳିଥିଲା । ତେବେ ଏଗୁଡିକୁ ସଜାଡିବା ପରେ ପୁଣି ମତଦାନ ଆରମ୍ଭ ହୋଇଛି । ତେବେ ଏହି ଉପନିର୍ବାଚନରେ ମୋଟ ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ମତଦାନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି