Masthead

ଇଭିଏମ ତ୍ରୁଟି ଅଧଘଣ୍ଟାଏରେ ସମାଧାନ: ସିଇଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିର ପ୍ରଥମ ପର୍ଯ୍ୟାୟ ମତଦାନ ନେଇ ସିଇଓଙ୍କ ସୂଚନା । କହିଛନ୍ତି ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ ହେବ । ମକ୍‌ପୋଲ ବେଳେ ଯେଉଁଠି ତ୍ରୁଟି ସାମ୍ନାକୁ ଆସିଛି ରିପ୍ଲେସ ହୋଇଛି । ବିଶେଷକରି କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ତ୍ରୁଟି ସାମ୍ନାକୁ ଆସିଛି ।

ଭୋଟର ଭୋଟ ଦେବାକୁ ଲମ୍ବା ଲାଇନରେ ଅଛନ୍ତି । ବିଚ୍ଛିନ୍ନାଞ୍ଚଳରେ ମତଦାନ ନେଇ ଖୁସି ପ୍ରକଟ କରିଛନ୍ତି ସିଇଓ । ୨୦୧୯ରେ ୨୩ଟା ବୁଥ୍‌ ଲୋକେ ବିଏସଏଫ କ୍ୟାମ୍ପରେ ଭୋଟ ଦେଇଥିଲେ । ମାତ୍ର ଏଥର ସେମାନେ ନିଜ ଗାଁରେ ଭୋଟ୍‌ ଦେଉଛନ୍ତି । ଗତ ଥର ୧୦ଟି ବୁଥ୍‌ରେ କେହି ଭୋଟ ଦେଇ ନ ଥିଲେ । ମାତ୍ର ଏଥର ସେହି ୧୦ ବୁଥ୍‌ରେ ମତଦାନ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ