Masthead

ଇଭିଏମ ତ୍ରୁଟି ଅଧଘଣ୍ଟାଏରେ ସମାଧାନ: ସିଇଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିର ପ୍ରଥମ ପର୍ଯ୍ୟାୟ ମତଦାନ ନେଇ ସିଇଓଙ୍କ ସୂଚନା । କହିଛନ୍ତି ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ ହେବ । ମକ୍‌ପୋଲ ବେଳେ ଯେଉଁଠି ତ୍ରୁଟି ସାମ୍ନାକୁ ଆସିଛି ରିପ୍ଲେସ ହୋଇଛି । ବିଶେଷକରି କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ତ୍ରୁଟି ସାମ୍ନାକୁ ଆସିଛି ।

ଭୋଟର ଭୋଟ ଦେବାକୁ ଲମ୍ବା ଲାଇନରେ ଅଛନ୍ତି । ବିଚ୍ଛିନ୍ନାଞ୍ଚଳରେ ମତଦାନ ନେଇ ଖୁସି ପ୍ରକଟ କରିଛନ୍ତି ସିଇଓ । ୨୦୧୯ରେ ୨୩ଟା ବୁଥ୍‌ ଲୋକେ ବିଏସଏଫ କ୍ୟାମ୍ପରେ ଭୋଟ ଦେଇଥିଲେ । ମାତ୍ର ଏଥର ସେମାନେ ନିଜ ଗାଁରେ ଭୋଟ୍‌ ଦେଉଛନ୍ତି । ଗତ ଥର ୧୦ଟି ବୁଥ୍‌ରେ କେହି ଭୋଟ ଦେଇ ନ ଥିଲେ । ମାତ୍ର ଏଥର ସେହି ୧୦ ବୁଥ୍‌ରେ ମତଦାନ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ