Masthead

ଇଭିଏମ ମେସିନ ଅଚଳ

ବିଷମକଟକ (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ୟ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।

ସେପଟେ ରାୟଗଡା ଜିଲ୍ଲା ବିଷମକଟକ ନିର୍ବାଚନମଣ୍ଡଳି କୁମାରଧାମୁଣି ସେବାଶ୍ରମର ୨୦୯ ନଂ ବୁଥର ଲୋକସଭା ନିର୍ବାଚନ ଇଭିଏମ ମେସିନ ଅଚଳ ହୋଇଛି । ଘଟଣାକୁ ନେଇ ହନ୍ତସନ୍ତ ଭୋଟର । ଦୀର୍ଘ ୪୦ ମିନିଟ ଧରି ଇଭିଏମ ମେସିନ କାମ କରୁନଥିବା କହିଛନ୍ତି ପ୍ରିଜାଡିଙ୍ଗ ଅଭିସର ସୁଦାମ ଚରଣ ସବର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି