Masthead

ହାଇଦ୍ରାବାଦରୁ ପୁରୀରେ ପହଞ୍ଚିଲା ଇଭିଏମ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀରେ ପହଁଚିଲା ଇଭିଏମ । ହାଇଦ୍ରାବାଦରୁ କଡା ସୁରକ୍ଷା ବ୍ୟବସ୍ଥା ଭିତରେ ୬ଟି ଟ୍ରକରେ ଆସିଛି ଏହି ଇଭିଏମ । ଏଥିରେ ୬୩୦ ଟି ବାକ୍ସରେ ଆସିଛି ୮୨୦୦ ଇଭିଏମ ମେସିନ । ଯେଉଁଥିରେ ବାଲଟ ୟୁନିଟ ୪୧୦୦ ଓ କଣ୍ଟ୍ରୋଲ ୟୁନିଟ ୪୧୦୦ ରହିଛି । ଆଉ ଏହାକୁ ପୁରୀ ତାଳବଣିଆ ଅଂଚଳରେ ଥିବା ଇଭିଏମ ୱୟାର ହାଉସରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା