Masthead

ସାମ୍ବିଧାନିକ ବ୍ୟବସ୍ଥାରେ ଅଧିକାର ପାଇଁ ଲଢ଼େଇ: ଦୀପାଲି ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯାଞ୍ଚ ହେବ ଇଭିଏମ । ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ଇସିଆଇ । ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରର ପରାଜିତ ବିଜେଡି ପ୍ରାର୍ଥୀ ହେଉଛନ୍ତି ଦୀପାଳି ଦାସ । ନିର୍ବାଚନ ରେଜଲ୍ଟରେ ଅସନ୍ତୋଷ ପ୍ରକାଶ କରି ଅଭିଯୋଗ କରିଥିଲେ ଦୀପାଲି ।

ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ । ଚେକିଂ ଓ ଭେରିଫିକେସନ ପାଇଁ ଇସିଆଇ ଗ୍ରହଣ କରିଥିବା ସୂଚନା । ଝାରସୁଗୁଡ଼ାର ୧୩ଟି ପୋଲିଂ ଷ୍ଟେସନର ଇଭିଏମ ଯାଞ୍ଚ ହେବା ପାଇଁ ଅନୁମତି । ସାମ୍ବିଧାନିକ ବ୍ୟବସ୍ଥାରେ ଅଧିକାର ପାଇଁ ଲଢ଼େଇ କହିଲେ ଦୀପାଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ