Masthead

ସାମ୍ବିଧାନିକ ବ୍ୟବସ୍ଥାରେ ଅଧିକାର ପାଇଁ ଲଢ଼େଇ: ଦୀପାଲି ଦାସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଯାଞ୍ଚ ହେବ ଇଭିଏମ । ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ଇସିଆଇ । ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରର ପରାଜିତ ବିଜେଡି ପ୍ରାର୍ଥୀ ହେଉଛନ୍ତି ଦୀପାଳି ଦାସ । ନିର୍ବାଚନ ରେଜଲ୍ଟରେ ଅସନ୍ତୋଷ ପ୍ରକାଶ କରି ଅଭିଯୋଗ କରିଥିଲେ ଦୀପାଲି ।

ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଥିଲେ । ଚେକିଂ ଓ ଭେରିଫିକେସନ ପାଇଁ ଇସିଆଇ ଗ୍ରହଣ କରିଥିବା ସୂଚନା । ଝାରସୁଗୁଡ଼ାର ୧୩ଟି ପୋଲିଂ ଷ୍ଟେସନର ଇଭିଏମ ଯାଞ୍ଚ ହେବା ପାଇଁ ଅନୁମତି । ସାମ୍ବିଧାନିକ ବ୍ୟବସ୍ଥାରେ ଅଧିକାର ପାଇଁ ଲଢ଼େଇ କହିଲେ ଦୀପାଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା