Masthead

ଭାରତରେ ଇଭିଏମ ଏକ ବ୍ଲାକ ବକ୍ସ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଭିଏମ ନେଇ ପୁଣି ପ୍ରଶ୍ନ ଉଠାଇଲେ ରାହୁଲ ଗାନ୍ଧି । ଭାରତରେ ଇଭିଏମ୍ ଏକ ‘ବ୍ଲାକ ବକ୍ସ’ କହିଲେ ରାହୁଲ ଗାନ୍ଧି । ଲୋକସଭା ନିର୍ବାଚନର ଫଳାଫଳ ପରେ ପ୍ରଥମ ଥର ଲାଗି ଇଭିଏମ ଉପରେ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ସେ କହିଛନ୍ତି- ଭାରତ ଭଳି ଦେଶରେ ଏହାର ଅନୁସନ୍ଧାନ କରିବାକୁ କାହାକୁ ଅନୁମତି ନାହିଁ। ଏପରିକି ରାହୁଲ କହିଛନ୍ତି ମୁମ୍ବାଇ ଉତ୍ତର-ପଶ୍ଚିମ ଲୋକସଭା ଆସନରେ ଜିତିଥିବା ଶିବସେନା ସାଂସଦଙ୍କ ଜଣେ ସମ୍ପର୍କୀୟଙ୍କ ପାଖରେ ଏକ ଫୋନ୍ ଅଛି ଯେଉଁଥିରେ ଇଭିଏମ୍ ସହଜରେ ଖୋଲାଯାଇପାରିବ।

ଇଭିଏମକୁ ନେଇ ଭାରତର ନିର୍ବାଚନ ପ୍ରକ୍ରିୟାରେ ସ୍ୱଚ୍ଛତା ନେଇ ଚିନ୍ତା ବଢୁଛି। ଆମେରିକାର ବିଶିଷ୍ଟ ଉଦ୍ୟୋଗପତି, ଟେସଲା ଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ୍ ମସ୍କ ମଧ୍ୟ ଇଭିଏମ୍ ର ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି ଇଭିଏମ୍ କୁ ହ୍ୟାକ୍ କରାଯାଇ ପାରିବ। ଏଆଇ ବା ମଣିଷ ଦ୍ବାରା ଏହାକୁ ହ୍ୟାକ୍ କରାଯାଇପାରେ। ଏହାର ଯଥେଷ୍ଟ ଆଶଙ୍କା ରହିଛି। ନିର୍ବାଚନରେ ଇଭିଏମ୍ ବ୍ୟବହାର କରାଯିବା ଉଚିତ ନୁହେଁ ବୋଲି କହିଛନ୍ତି ଏଲନ୍ ମସ୍କ। ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପୁର୍ଟୋ ରିକୋରେ ହୋଇଥିବା ପ୍ରାଇମେରିରେ ଅନେକ ଅନିୟମିତତା ଦେଖାଯିବା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା