Masthead

ବାଲେଶ୍ୱର ପୂର୍ବତନ ବିଜେଡି ନେତାଙ୍କୁ ଛୁରାମାଡ଼, ରେମୁଣା ବିଧାୟକଙ୍କ ସମ୍ପୃକ୍ତି ଥିବା ଅଭିଯୋଗ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ପୂର୍ବତନ ବିଜେଡି ନେତାଙ୍କୁ ଛୁରା ମାଡ଼ । ରେମୁଣା ବିଧାୟକଙ୍କ ଦୁର୍ନିତି ବିରୋଧରେ ମୁହଁ ଖୋଲିବାରୁ ତାନ୍ମୟ ମହାନ୍ତୀଙ୍କୁ ହେଲାକି ଛୁରା ମାଡ । ଆଜି ସକାଳୁ ତନ୍ମୟ ଘରୁ ବାହାରି ଆସୁଥିବା ବେଳେ ତାଙ୍କୁ ପଥର ମାଡ଼ କରିଥିଲେ ଦୁଇ ଜଣ ବ୍ୟକ୍ତି। ପରେ ତାଙ୍କୁ ଛୁରା ମାଡ଼ କରି ସେଠୁ ଫେରାର ହୋଇ ଯାଇଛନ୍ତି। ଏହି ଘଟଣାକୁ ନେଇ ସେ ସିଧାସଳଖ ରେମୁଣା ବିଧାୟକ ଓ ପ୍ରତିନିଧି ପ୍ରଭାତ ବିଶ୍ବାଳଙ୍କ ନାମରେ ଅଭିଯୋଗ ଆଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ