Masthead

ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ ମିଶ୍ରଙ୍କ ପରଲୋକ । ନୟାଗଡ଼ ଜିଲ୍ଳା ରାଜସୁନାଖଳାରେ ୧୯୫୩ ସେପ୍ଟେମ୍ବର ୨୦ ତାରିଖରେ ଜନ୍ମ ଗ୍ରହଣ କରିଥିବା ସୁରେନ୍ଦ୍ରନାଥ ଦଶମ ବିଧାନସଭାକୁ ବେଗୁନିଆରୁ ନିର୍ବାଚିତ ହୋଇଥିଲେ । ୧୯୬୪ ମସିହାରେ ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ସୁରେନ୍ଦ୍ରନାଥ ପ୍ରସିଦ୍ଧ ହିନ୍ଦୀ ଲେଖକ ସମର ଗୁହାଙ୍କ ‘କ୍ୟା ନେତାଜୀ ସୁଭାଷ ବୋଷ ଜିନ୍ଦା ହେ’ ପୁସ୍ତକକୁ ଓଡ଼ିଆରେ ଅନୁବାଦ କରି ପ୍ରସିଦ୍ଧ ହୋଇଥିଲେ । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ବହୁ ସଦସ୍ୟ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ