Masthead

ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବତନ ବିଧାୟକ ସୁରେନ୍ଦ୍ରନାଥ ମିଶ୍ରଙ୍କ ପରଲୋକ । ନୟାଗଡ଼ ଜିଲ୍ଳା ରାଜସୁନାଖଳାରେ ୧୯୫୩ ସେପ୍ଟେମ୍ବର ୨୦ ତାରିଖରେ ଜନ୍ମ ଗ୍ରହଣ କରିଥିବା ସୁରେନ୍ଦ୍ରନାଥ ଦଶମ ବିଧାନସଭାକୁ ବେଗୁନିଆରୁ ନିର୍ବାଚିତ ହୋଇଥିଲେ । ୧୯୬୪ ମସିହାରେ ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ସୁରେନ୍ଦ୍ରନାଥ ପ୍ରସିଦ୍ଧ ହିନ୍ଦୀ ଲେଖକ ସମର ଗୁହାଙ୍କ ‘କ୍ୟା ନେତାଜୀ ସୁଭାଷ ବୋଷ ଜିନ୍ଦା ହେ’ ପୁସ୍ତକକୁ ଓଡ଼ିଆରେ ଅନୁବାଦ କରି ପ୍ରସିଦ୍ଧ ହୋଇଥିଲେ । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ବହୁ ସଦସ୍ୟ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା