Masthead

କଟକଣାରେ ବ୍ୟତିକ୍ରମ ହେଲେ ସଂକ୍ରମଣ ବଢ଼ିବାର ସମ୍ଭାବନା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା କଟକଣା ମାନିବାରେ ଟିକେ ବ୍ୟତିକ୍ରମ ହେଲେ ସଂକ୍ରମଣ ବଢ଼ିବାର ଯଥେଷ୍ଟ ସମ୍ଭାବନା ଅଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ସ୍ୱାସ୍ଥ୍ୟ ବିଭାଗ ପାଇଁ ପୂଜା ପାଖରୁ ଚ୍ୟାଲେଞ୍ଜ ଆରମ୍ଭ ହୋଇଗଲା। ଯେଉଁଠି ଅଧିକ ସଂକ୍ରମଣ ବଢୁଛି, ସେଠାରେ କଣ୍ଟେନମେଣ୍ଟ ଜୋନ୍ କରିବା ପାଇଁ କେନ୍ଦ୍ର ସରକାର କହିଛନ୍ତି।

କଟକ ଓ ଭୁବନେଶ୍ୱର ସଂକ୍ରମଣ ଅଧିକ ରହୁଛି। ଏଣୁ କଡ଼ାକଡ଼ି ନିୟମ ପାଳନ ଉପରେ ଅଧିକ ଫୋକସ ରହିଛି। ଭିଡ଼କୁ ଏଡେଇବା ପାଇଁ ଅଧିକାରୀଙ୍କୁ କୁହାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସହ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଭିଡିଓ କନଫରେନ୍ସିଂରେ ଆଲୋଚନା ହୋଇଛି। ଏହାଛଡ଼ା ପୂଜାରେ ସତର୍କ ରହିବା ଦରକାର। ପୂଜା ସମୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମଣ ବଢୁଛି, ତାହାର ଦୈନିକ ବିଶ୍ଲେଷଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି