ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଚନ୍ତି ରାଜ୍ୟ ସରକାର । ଜଗତସିଂହପୁର ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ଆଇଏସଏସ୍ ଅଧିକାରୀ ପାରୁଲ ପଟଓ୍ବାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ନିଯୁକ୍ତ କରାଯାଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ରହିଥିବା ବରିଷ୍ଠ ଓଏଏସ ଅଧିକାରୀ ସନତ କୁମାର ମହାନ୍ତିଙ୍କୁ ଝଉଋଜଞର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ଆଇଏଏସ ଅଧିକାରୀ ଗଙ୍ଗାଧର ସାହୁଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ