Masthead

ଭିଜିଲାନ୍ସ ଜାଲରେ CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସମ୍ବଲପୁର CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ । କଟକ, ବାଲେଶ୍ୱର, ସମ୍ବଲପୁର, ମାଲକାନଗିରିର ୭ଟି ସ୍ଥାନରେ ରେଡ୍‌ । ୪ DSP,୧୩ ଇନ୍ସପେକ୍ଟର ଓ ୭ଜଣ ASI ଚଢ଼ାଉରେ ସାମିଲ । CDCA ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ସମ୍ବଲପୁର CADA ଡିଭିଜନର ଯନ୍ତ୍ରୀଙ୍କ ଘରେ ଚାଲିଛି ଚଢାଉ । CADA ଡିଭିଜନର ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ସମ୍ବଲପୁର ଧନୁପାଲି ସ୍ଥିତ ଭଡ଼ା ଘର, ଅଫିସ୍ ଚାମ୍ବର, କଟକ ବିଦ୍ୟାଧରପୁରରେ ବିଶାଳ ତିନି ମହଲା କୋଠା, ବାଲେଶ୍ୱର ବସ୍ତା ଅନ୍ତର୍ଗତ ମୁଖାଲିସ ଗାଁରେ ଦୁଇ ମହଲା କୋଠା ଠାବ କରାଯାଇଛି। ସେହିପରି କଟକ ସହର ମଧ୍ୟରେ ଥିବା ତାଙ୍କର ଦୁଇ ଜଣ ସହଯୋଗୀଙ୍କ ଘର ସହ କାଲିମେଳା ସ୍ଥିତ ତାଙ୍କର ଆଉ ଜଣେ ସହଯୋଗୀଙ୍କ ବାସଭବନବେ ମଧ୍ୟ ଚଡାଉ କରାଯାଉଛି। ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ସମସ୍ତ ସ୍ଥାନରେ କାଗଜପତ୍ର ଏବଂ ସମ୍ପତ୍ତିର ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏପିରିକି କଟକରେ ଚାଲିଥିବା ଚଢାଉରେ ଅନେକ ବିଦେଶୀ ମୁଦ୍ରା ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା