Masthead

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ସରଗରମ ରହିପାରେ ଗୃହ । ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍ । ପ୍ରଥମେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ସରକାରୀ ଉଦ୍ୟୋଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ ।

ଏହାପରେ ଅର୍ଥମନ୍ତ୍ରୀ ଆଗତ କରିଥିବା ବଜେଟ ଆଲୋଚନା ଆରମ୍ଭ ହେବ । ଅପରାହ୍ନରେ ସମସ୍ତ ବିଧାୟକଙ୍କର ଏକ ଫଟୋ ସେସନ କରାଯିବ । ଗତକାଲି ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ କାମଚଳା ବଜେଟ ଉପସ୍ଥାପନ କରିଥିଲେ । ମୋଟ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ୍ ଆଗତ କରାଯାଇଛି । ଏହି ବଜେଟରେ ରାଜ୍ୟ ସରକାର ସବୁ ଶ୍ରେଣୀର ଲୋକଙ୍କ ପାଇଁ ବ୍ୟବସ୍ଥା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ