Masthead

ଆମେରିକାର ପେନସିଲଭାନିଆରେ ଭୟଙ୍କର ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ପେନସିଲଭାନିଆରେ ଭୟଙ୍କର ବିସ୍ଫୋରଣ । ଚକୋଲେଟ କାରଖାନାରେ ବିସ୍ଫୋରଣ ଘଟି ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ୮ ଜଣ ଆହତ ହୋଇଥିବାବେଳେ ୯ ଜଣ ନିଖୋଜ ଅଛନ୍ତି। ପଶ୍ଚିମ ରିଡିଂର ପାଲମେର୍‌ କମ୍ପାନୀ ପ୍ଲାଣ୍ଟରେ ହୋଇଥିବା ବିସ୍ଫୋରଣରେ ଏଭଳି ଘଟିଛି ବୋଲି ପଶ୍ଚିମ ରିଡିଂ ବୋରୋ ପୋଲିସ ବିଭାଗର ପୋଲିସ ମୁଖ୍ୟ ୱେନ ହୋଲବେନ କହିଛନ୍ତି । ଏହି ବିସ୍ଫୋରଣରେ ଏକ କୋଠା ନଷ୍ଟ ହୋଇଯାଇଥିବାବେଳେ ଏହା ପାଖରେ ଥିବା କୋଠା ମଧ୍ୟ ନଷ୍ଟ ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ