ରେଲୱେ ଷ୍ଟେସନରେ ବିସ୍ଫୋରଣ

ରାୟପୁର(ବଡ଼ ଖବର ବ୍ୟୁରୋ): ରେଲୱେ ଷ୍ଟେସନରେ ବିସ୍ଫୋରଣ । ଛତିଶଗଡ଼ର ରାଜଧାନୀ ରାୟପୁର ରେଲୱେ ଷ୍ଟେସନରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ କସିଆରପିଏଫର ୪ ଯବାନ ଆହତ ହୋଇଥିବାର ସୂଚନା ମିଳିଛି । ଆହତ ଯବାନମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣ ପରେ ଷ୍ଟେସନ ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବାର ଦେଖିବାକୁ ମିଳିଛି ।

ସେପଟେ ରେଳୱେ ଷ୍ଟେସନର ଦୁଇ ନମ୍ବର ପ୍ଲାଟଫର୍ମରେ ବିସ୍ଫୋରକ ସାମଗ୍ରୀକୁ ଗୋଟିଏ ବଗିରୁ ଅନ୍ୟ ବଗିକୁ ସ୍ଥାନାନ୍ତର କରିବା ସମୟରେ ଏହି ବିସ୍ଫୋରଣ ଘଟିଥିବାର ଜଣାପଡିଛି । ସିଆରପିଏଫର ୨୧୧ ବାଟାଲିୟନ ଯବାନମାନେ ଏକ ସ୍ୱତନ୍ତ୍ର ଟ୍ରେନରେ ଜାମ୍ମୁ-କାଶ୍ମୀର ଯାଉଥିଲେ । ଏଥିଲାଗି ଗ୍ରେନେଡ ବଗିରେ ରଖାଯାଉଥିଲା । ଠିକ ଏହି ସମୟରେ ବଗିରେ ଗ୍ରେନେଡ ବିସ୍ଫୋରଣ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’