Masthead

ବାଣ କାରଖାନାରେ ବିସ୍ଫୋରଣ, ୬ ମୃତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବାଣ କାରଖାନାରେ ବିସ୍ଫୋରଣ । ୬ ରୁ ଅଧିକ ମୃତ । ୨୦ ରୁ ଅଧିକ ଗୁରୁତର। ପଶ୍ଚିମବଙ୍ଗ ଭୂପତି ନଗର ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଥିବା ବେଳେ ଉତ୍ତ୍ୟକ୍ତ ଲୋକମାମନେ ପୋଲିସକୁ ମାନ ମାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି