Masthead

ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ

ଗଜପତି (ବଡ଼ ଖବର ବ୍ୟୁରୋ): ଜଙ୍ଗଲପାଡୁ ସୀମାନ୍ତ ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ । ଗଜପତି ଜିଲ୍ଲା ଗୋଷାଣି ବ୍ଲକ ସୀମାନ୍ତ ଆନ୍ଧ୍ର ପ୍ରଦେଶର ଜଙ୍ଗଲ ପାଡୁରେ ଥିବା ଗ୍ରାନାଇଟ ଖାଦାନରେ ଭୟଙ୍କର ବିସ୍ଫୋରଣ, ୩ ଶ୍ରମିକଙ୍କ ମୃତ୍ୟୁ । ମୃତକମାନେ ବିହାର, ରାଜସ୍ଥାନ ଓ ମଧ୍ୟପ୍ରଦେଶ ଅଂଚଳର ଶ୍ରମିକ । ଗୁରୁତରମାନେ ଶ୍ରୀକାକୁଲମ୍ ଟେକ୍କାଲି ହସ୍‌ପିଟାଲରେ ଭର୍ତ୍ତି । ଗୁରୁତର ଆହତ ମାନେ ସ୍ଥାନୀୟ ଅଞ୍ଚଳର ବୋଲି କୁହାଯାଉଛି କିନ୍ତୁ ଏ ପର୍ଯ୍ୟନ୍ତ ସେମାନଙ୍କ ପରିଚୟ ସ୍ଵଷ୍ଟ ହୋଇପରି ନାହିଁ ।

ଘଟଣାସ୍ଥଳରେ ଆନ୍ଧ୍ର ପୋଲିସ, ଅଗ୍ନିଶମ ବିଭାଗ ଏବଂ ପାତାପାଟନାମ ମଣ୍ଡଳ ରେଭେନ୍ୟୁ ଅଫିସର ପହଁଚି ପ୍ରାଥମିକ ଭାବେ ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଅସାବଧନତା କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ଅନୁମାନ କରଯାଉଛି । ବିସ୍ଫୋରଣର ପ୍ରକୋପ ଏତେ ଥିଲା ଯେ ଶରୀରର ଅଧିକାଂଶ ଅଙ୍ଗ ଖଣ୍ଡ ବିଖଣ୍ଡିତ ହେବା ସହ ଜଳି ଯାଇଛି । ତେବେ ଗୁରୁତର ଆହାତଙ୍କ ମଧ୍ୟରେ ଓଡ଼ିଶାର କେତେ ଶ୍ରମିକ କାର୍ୟ୍ୟ କରୁଥିଲେ ନା ନାହିଁ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ