Masthead

ଭାରତ-ପାକିସ୍ତାନ ସୀମାରେ ଭୟଙ୍କର ବିସ୍ଫୋରଣ, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ-ପାକିସ୍ତାନ ସୀମାରେ ଭୟଙ୍କର ବିସ୍ଫୋରଣ । ବିଳମ୍ବିତ ରାତିରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଜାମମ୍ମୁ-କାଶ୍ମୀର କଠୁଆ ଜିଲ୍ଲାର ସୀମା ନୀକଟସ୍ଥ ପୋଲିସ ଷ୍ଟେସନ ଠାରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଯୋଗୁଁ ଆଖପାଖରେ ଥିବା ଘର କ୍ଷତିଗ୍ରସ୍ତ ହେଇଛି। କିଛି ଘରର କାଚ ଭାଙ୍ଗି ଯାଇଥିବା ଜଣାପଡିଛି। ତେବେ ଏଥିରେ କୌଣସି ମୃତାହତର ଖବର ଆସିନାହିଁ। ସ୍ଥାନୀୟ ପୁଲିସ ସର୍ଚ୍ଚ ଅପରେସନ ଜାରି ରଖିଛି ।

ପୁରା ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି । ସୂଚନା ଅନୁସାରେ, କଠୁଆ ଜିଲ୍ଲାର ହୀରାନଗରରେ ଆନ୍ତର୍ଜାତୀୟ ସୀମାକୁ ଲାଗି ରହିଥିବା ବିପିପି ସାନ୍ୟାଲ ନିକଟରେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ନିକଟସ୍ଥ ଚାରି-ପାଞ୍ଚ ଗାଁର ଲୋକମାନେ ବିସ୍ଫୋରଣର ଶବ୍ଦ ଶୁଣିଥିଲେ। ଲୋକଙ୍କଠାରୁ ମିଳିଥିବା ସୂଚନା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମଗ୍ର ଅଞ୍ଚଳକୁ କର୍ଡନ କରି ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ