Masthead

ବିସ୍ଫୋରକ ଉଦ୍ଧାର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କୁମ୍ବିଂ ଅପରେସନ ସମୟରେ ବିଏସଏଫ ବାହିନୀକୁ ମିଳିଲା ବଡ଼ ସଫଳତା। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ବଡ଼ିଗାଟା-୭୬ ବାଟାଲିଅନର ଯବାନମାନେ ରାଜୁଲକୋଣ୍ଡା ଜଙ୍ଗଲରେ କୁମ୍ବିଂ ଅପରେସନ କରୁଥିବା ସମୟରେ ଗୁଇନ୍ଦା ସୂଚନା ପାଇ ୨୦୦ରୁ ଊର୍ଦ୍ଧ୍ୱ ଜିଲେଟିନ ଷ୍ଟିକ ଉଦ୍ଧାର କରିଛନ୍ତି। ପୂର୍ବରୁ ଏହି ଅଞ୍ଚଳ ମାଓଉପଦ୍ରୁତ ଅଞ୍ଚଳ ହୋଇଥିବା ବେଳେ ଏତେ ସଂଖ୍ୟକ ଜିଲେଟିନ ଷ୍ଟିକ କେମିତି ଏଠାକୁ ଆସିଲା ଏବଂ କିଏ ଏହାକୁ ଆଣିଛି ତାହା ଜାଣିବା ପାଇଁ ମାଲକାନଗିରି ପୋଲିସ ସହ ଯୋଗାଯୋଗ କରିଛି ବିଏସଏଫ ବାହିନୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ