Masthead

ଓବାମାଙ୍କ ଘର ନିକଟରୁ ମିଳିଲା ବିସ୍ଫୋରକ ସାମଗ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓବାମାଙ୍କ ଘର ନିକଟରୁ ମିଳିଲା ବିସ୍ଫୋରକ ସାମଗ୍ରୀ । ଜଣଙ୍କୁ ଗିରଫ କରିଛି ପୋଲିସ । ଗୁରୁବାର ରାତିରେ ୱାସିଂଟନ୍ ଡିସି ଅଞ୍ଚଳରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ୍ ଓବାମା ବାସ କରୁଥିବା ବାସଭବନ ନିକଟରୁ ବିସ୍ଫୋରକ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା କଥା ପୁଲିସ କହିଛି। ପୂର୍ବତନ ରାଷ୍ଟ୍ରପତି ଓବାମାଙ୍କ ଘର ଓ ପ୍ରାନ୍ତର ଥିବା ଅଳ୍ପ କେତୋଟି ‘ବ୍ଲକ୍’ ନିକଟରୁ ପୁଲିସ ଟେଲର୍ ଟରାଣ୍ଟୋ ନାମକ ସେ ୩୭ ବର୍ଷିୟ ବ୍ୟକ୍ତିଙ୍କୁ ଗରିଫ କରିଛି।

ଟେଲର୍ଙ୍କୁ ଗୁଇନ୍ଦାମାନେ ବି ଖୋଜୁଥିଲେ। କିନ୍ତୁ, ଘଟଣା ସଂକ୍ରାନ୍ତରେ ଗଣମାଧ୍ୟମକୁ ଅଧିକ କିଛି କହିବାକୁ ପୁଲିସ ମନା କରିଦେଇଛି। ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଟରାଣ୍ଟୋ ସାମାଜିକ ଗଣମାଧ୍ୟମ ଜରିଆରେ ହତ୍ୟା ଧମକ ବି ଦେଉଥିଲେ। ସେ ବୋମା ତିଆରି ନ କରିଥିଲେ ବି ତାଙ୍କ ପାଖରୁ ବୋମା ନିର୍ମାଣ ଉପକରଣ ଏବଂ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ