Masthead

ଓବାମାଙ୍କ ଘର ନିକଟରୁ ମିଳିଲା ବିସ୍ଫୋରକ ସାମଗ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓବାମାଙ୍କ ଘର ନିକଟରୁ ମିଳିଲା ବିସ୍ଫୋରକ ସାମଗ୍ରୀ । ଜଣଙ୍କୁ ଗିରଫ କରିଛି ପୋଲିସ । ଗୁରୁବାର ରାତିରେ ୱାସିଂଟନ୍ ଡିସି ଅଞ୍ଚଳରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ୍ ଓବାମା ବାସ କରୁଥିବା ବାସଭବନ ନିକଟରୁ ବିସ୍ଫୋରକ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା କଥା ପୁଲିସ କହିଛି। ପୂର୍ବତନ ରାଷ୍ଟ୍ରପତି ଓବାମାଙ୍କ ଘର ଓ ପ୍ରାନ୍ତର ଥିବା ଅଳ୍ପ କେତୋଟି ‘ବ୍ଲକ୍’ ନିକଟରୁ ପୁଲିସ ଟେଲର୍ ଟରାଣ୍ଟୋ ନାମକ ସେ ୩୭ ବର୍ଷିୟ ବ୍ୟକ୍ତିଙ୍କୁ ଗରିଫ କରିଛି।

ଟେଲର୍ଙ୍କୁ ଗୁଇନ୍ଦାମାନେ ବି ଖୋଜୁଥିଲେ। କିନ୍ତୁ, ଘଟଣା ସଂକ୍ରାନ୍ତରେ ଗଣମାଧ୍ୟମକୁ ଅଧିକ କିଛି କହିବାକୁ ପୁଲିସ ମନା କରିଦେଇଛି। ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଟରାଣ୍ଟୋ ସାମାଜିକ ଗଣମାଧ୍ୟମ ଜରିଆରେ ହତ୍ୟା ଧମକ ବି ଦେଉଥିଲେ। ସେ ବୋମା ତିଆରି ନ କରିଥିଲେ ବି ତାଙ୍କ ପାଖରୁ ବୋମା ନିର୍ମାଣ ଉପକରଣ ଏବଂ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା