Masthead

ଦାମ ରାଉତଙ୍କ ଉପରୁ ବହିଷ୍କାର ଉଠାଇଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାମ ରାଉତଙ୍କ ଉପରୁ ବହିଷ୍କାର ଉଠାଇଲା ବିଜେଡି । ବହିଷ୍କାର ହଟାଇଲେ ଦଳ ସଭାପତି ନବୀନ ପଟ୍ଟନାୟକ । ୨୦୧୮ରେ ବିଜେଡିରୁ ହୋଇଥିଲେ ବହିଷ୍କାର । ବିଜେଡିରୁ ବହିଷ୍କାର ପରେ ବିଜେପିରେ ଦେଇଥିଲେ ଯୋଗ । ୨୦୧୯ରେ ବିଜେପି ଟିକଟରୁ ଲଢିଥିଲେ । ପରେ ବିଜେପି ଛାଡିଥିଲେ ଦାମୋଦର ରାଉତ । ବିଜେପିରୁ ପରାଜିତ ହେବା ପରେ ଦାମ ବିଜେପି ଛାଡି ପୁଣିଥରେ ବିଜେଡିରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିଲେ ।

ଏପରିକି ବିଜେପିରେ ଯୋଗ ଦେଇ ଭୁଲ କରିଥିଲି ବୋଲି କହିଥିଲେ । ବିଜେଡିରେ ଯୋଗ ଦେବାକୁ ଦାମ ଚାହିଁଥିଲେ ମଧ୍ୟ ସବୁଜ ସଂକେତ ଦେଇନଥିଲେ ନବୀନ । ତେବେ ନିର୍ବାଚନ ପୂର୍ବରୁ ଦାମଙ୍କୁ ପୁଣିଥରେ ଦଳରେ ସାମିଲ କଲେ ବିଜେଡି ସୁପ୍ରିମୋ । ଦାମଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ପୁଅ ସମ୍ବିତ ରାଉତରାୟ କହିଛନ୍ତି, ବାପାଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ମୁଁ ବହୁତ ଖୁସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ