ମନୀଷଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ମଦ ଦୁର୍ନୀତି ମାମଲା । ସୋମବାର ଦିଲ୍ଲୀର ରାଉଜ୍ ଏଭିନ୍ୟୁ କୋର୍ଟ ମନୀଷ ସିସୋଦିଆଙ୍କୁ ଏପ୍ରିଲ ୨୭ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଇଡି ମାମଲାରେ ଏପ୍ରିଲ ୨୯ ଯାଏ ସିସୋଡିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି କରିଛନ୍ତି। ଚଳିତ ମାସ ଶେଷ ସୁଦ୍ଧା ଏହି ମାମଲାରେ ଚାର୍ଜସିଟ୍ ଦାଖଲ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’