Masthead

ଆଇସିଆଇସିଆଇ ବ୍ୟାଙ୍କରୁ ୨କୋଟି ଟଙ୍କା ହଡ଼ପ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଆଇସିଆଇସିଆଇ ବ୍ୟାଙ୍କରୁ ୧ କୋଟି ୮୫ଲକ୍ଷ ଟଙ୍କା ହଡପ । ଥାନାରେ ଅଭିଯୋଗ ପରେ ଜଣେ ଅଟକ । ଅନୁଗୋଳ ଜିଲା ଛେଣ୍ଡିପଦାରେ ଥିବା ଆଇସିଆଇସିଆଇ ବ୍ୟାଙ୍କର ୩ ଅଡିଟ ଚାଲିଥିଲା । ଅଡିଟ୍ ବେଳେ ୧କୋଟି ୮୫ଲକ୍ଷ ୫୦ହଜାର ଟଙ୍କାର ହିସାବ ମିଳି ନଥିଲା । ଏ ନେଇ ଅଡିଟର୍ ବ୍ୟାଙ୍କର ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଜଣାଇଥିଲେ ।

ଏ ନେଇ ବ୍ୟାଙ୍କର ଆର ଏଚ ଅତ୍ୟୁଲ୍ୟ ପାଟ୍ଟଯୋଶୀ ଛେଣ୍ଡିପଦା ଶାଖାକୁ ଆସି ଘଟଣାର ତଦନ୍ତ କରିବା ସହିତ ଛେଣ୍ଡିପଦା ଆଇସିଆଇସିଆଇ ବ୍ୟାଙ୍କର କର୍ମଚାରୀ ଆକାଶ ଭାରତୀଙ୍କର ସମୃକ୍ତି ଥିବା ନେଇ ଛେଣ୍ଡିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରିବା ସହିତ ସଂମ୍ପୃକ୍ତ କର୍ମଚାରୀଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆକାଶ ବ୍ୟାଙ୍କରେ ଟଙ୍କା ଡିପୋଜିଟ ପାଇଁ ଆସୁଥିବା ଟଙ୍କା ଡିପୋଜିଟ୍ ନକରି ଆତ୍ମସାତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ