Masthead

ଜଳୁଛି ଚକ୍ଷୁ ଚିକିତ୍ସାଳୟ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ବେହରାମାଲ ବ୍ରାଞ୍ଚ ଷ୍ଟେଟବ୍ୟାଙ୍କ ବିଲ୍ଡିଂ ଭୟାଭୟ ଅଗ୍ନିକାଣ୍ଡ । ବିଲ୍ଡିଂ ରେ ଥିବା ତିଲୋଚନ ନେତ୍ରାଳୟ ଚଷମା ସୋ ରୁମରେ ଅଗ୍ନିକାଣ୍ଡ । ଦମକଳ ବାହିନୀ ନିୟୋଜିତ ହୋଇ ନିଆଁ ଲିଭା କାର୍ୟ୍ୟ ଜାରି । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ । ଆଜି ସକାଳୁ ସକାଳୁ ଏଭଳି ଘଟଣା ଦେଝିବାକୁ ମିଳିଛି । ବିଲ୍ଡିଂ ନାହିଁ କୌଣସି ଅଗ୍ନି ନିରାପତ୍ତା ବ୍ୟବସ୍ଥା । ଝାରସୁଗୁଡ଼ା ବେହେରାମାଲ ମୁଖ୍ୟ ରାସ୍ତା ପାର୍ଶ୍ଵରେ ରହିଛି କୋଠା । ନିଆଁ ଲିଭାରେ ଅଗ୍ନିଶମ ବିଭାଗ ନାକେଦମ ପ୍ରବଳ ଧୂଆଁ ବାହାରୁ ଥିବାରୁ ନିଆଁ ଲିଭା କାର୍ଯ୍ୟରେ ବାଧାପ୍ରାପ୍ତ । ଏବେ ବି ଜଳୁଛି କୋଠା । ୩ ଟି ଦମକଳ ଗାଡି ନିୟୋଜିତ ହୋଇଥିବା ସୂଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା