Masthead

ବନ୍ଧା ହେଲେ ଫେସବୁକ୍ କୁଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଧା ହେଲେ ଫେସବୁକ୍ କୁଇନ । ନିଜକୁ ଡାକ୍ତର, ଇନଞ୍ଜିନିୟର ପରିଚୟ ଦେଇ ଫେସବୁକରେ ଯୁବକମାନଙ୍କ ସହ ବନ୍ଧୁତା କରୁଥିଲେ । ପରେ ମିଠା ମିଠା କଥା କହି ଯୁବକମାନଙ୍କୁ ପ୍ରେମ ଜାଲରେ ଫସାଉଥିଲେ । ଏହି ସୁନ୍ଦରୀ ଯୁବତୀଙ୍କ ଜାଲରେ ପଡି ବହୁ ଯୁବକ ଟଙ୍କା ଉଡାଉଥିଲେ ।

ଠକାମିର ଶିକାର ହୋଇଥିବା ଯୁବକମାନଙ୍କ ମଧ୍ୟରୁ କିଛି ଯୁବକ ସହିଦ ନଗର ଥାନାରେ ଅଭିଯୋଗ କରିଥିଲେ । ତେବେ ପ୍ରିୟଙ୍କା ପ୍ରିୟଦର୍ଶନୀ ପରିଡାକୁ ବାନ୍ଧିଲା ସହିଦନଗର ପୋଲିସ । ତାଙ୍କଠାରୁ ୬୦ ହଜାର ଟଙ୍କା , ମୋବାଇଲ, ଏଟିଏମ କାର୍ଡ, ବ୍ୟାଙ୍କ ପାସ ବୁକ ସହ ଚେକ ବୁକ ଆଦି ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ