Masthead

ବନ୍ଧା ହେଲେ ଫେସବୁକ୍ କୁଇନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବନ୍ଧା ହେଲେ ଫେସବୁକ୍ କୁଇନ । ନିଜକୁ ଡାକ୍ତର, ଇନଞ୍ଜିନିୟର ପରିଚୟ ଦେଇ ଫେସବୁକରେ ଯୁବକମାନଙ୍କ ସହ ବନ୍ଧୁତା କରୁଥିଲେ । ପରେ ମିଠା ମିଠା କଥା କହି ଯୁବକମାନଙ୍କୁ ପ୍ରେମ ଜାଲରେ ଫସାଉଥିଲେ । ଏହି ସୁନ୍ଦରୀ ଯୁବତୀଙ୍କ ଜାଲରେ ପଡି ବହୁ ଯୁବକ ଟଙ୍କା ଉଡାଉଥିଲେ ।

ଠକାମିର ଶିକାର ହୋଇଥିବା ଯୁବକମାନଙ୍କ ମଧ୍ୟରୁ କିଛି ଯୁବକ ସହିଦ ନଗର ଥାନାରେ ଅଭିଯୋଗ କରିଥିଲେ । ତେବେ ପ୍ରିୟଙ୍କା ପ୍ରିୟଦର୍ଶନୀ ପରିଡାକୁ ବାନ୍ଧିଲା ସହିଦନଗର ପୋଲିସ । ତାଙ୍କଠାରୁ ୬୦ ହଜାର ଟଙ୍କା , ମୋବାଇଲ, ଏଟିଏମ କାର୍ଡ, ବ୍ୟାଙ୍କ ପାସ ବୁକ ସହ ଚେକ ବୁକ ଆଦି ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା