Masthead

ଆଜିଠୁ ମହାରାଷ୍ଟ୍ରରେ ମହାୟୁତି ସରକାର

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଆଜିଠୁ ମହାରାଷ୍ଟ୍ରରେ ମହାୟୁତି ସରକାର । ଶପଥ ନେବେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଦେବେନ୍ଦ୍ର ଫଡ଼ନାଭିସ । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଅଜିତ କୁମାର । ମୁମ୍ବାଇର ଆଜାଦ ମୈଦାନରେ ଶପଥ ସମାରୋହ କାର୍ଯ୍ୟକ୍ରମ । ତେବେ ସଂଧ୍ୟା ୫ଟା ୩୦ରେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଫଡନାଭିସ୍ ।

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ୯ରୁ ୧୦ ଜଣ କେନ୍ଦ୍ରମନ୍ତ୍ରୀ, ୧୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ । ପାଖାପାଖି ୪୦ ହଜାର ବିଜେପି କର୍ମୀ ଉପସ୍ଥିତ ରହିବେ। ଦୁଇ ହଜାର ଭିଭିଆଇପି ଅଲଗା ବସିବା ପାଇଁ ବ୍ୟବସ୍ଥା କରାଯାଇଛି । କାର୍ଯ୍ୟକ୍ରମରେ ଅନେକ ଧର୍ମଗୁରୁ ମଧ୍ୟ ସାମିଲ ହେବେ । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ହଜାର ୫ଶହ ପୋଲିସ କର୍ମୀ ଓ ୫୨୦ ଅଧିକାରୀ ମୁତୟନ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ