Masthead

ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ଭିତରେ ଫେକ୍ ଆର୍ମିଙ୍କୁ ଧରିଲେ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ। ଆର୍ମି ଅଫିସର ପରିଚୟ ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବାବେଳେ ଧରାପଡିଛି ଜଣେ ବ୍ୟକ୍ତି। ରାଜସ୍ଥାନର ବୋଲି ନିଜକୁ ପରିଚୟ ଦେଉଛି ଉକ୍ତ ବ୍ୟକ୍ତି। ଆର୍ମି ବେଶ ପୋଷାକ ସହ ତାର କାନ୍ଧରେ ଅଶୋକ ସ୍ତମ୍ଭ ମଧ୍ୟ ରହିଛି। ହିନ୍ଦୀ ଭାଷାରେ କଥାବାର୍ତ୍ତା କରୁଛି ସମ୍ପୃକ୍ତ ବ୍ୟକ୍ତି। ସିଂହଦ୍ଵାର ଥାନା ପୋଲିସ ସମ୍ପୃକ୍ତ ବ୍ୟକ୍ତି କୁ ଅଟକ ରଖି ପଚରାଉଚୁରା କରୁଛି।  ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନା ପୋଲିସ ଅଟକ ରଖି ପଚରାଉଚରା କରୁଛି ।

ରବିବାର ସକାଳେ ଜଣେ ଦଲାଲକୁ ଧରିଛନ୍ତି ସେବାୟତ । ଧରାପଡ଼ିଥିବା ଯୁବକ ଜଣକ ହେଲେ ଓମ୍ ପ୍ରକାଶ ପାଣି । ତାଙ୍କ ମାଆ ଜଣେ ହୋମଗାର୍ଡ ହୋଇଥିବାବେଳେ ସେ ଦଲାଲ । ପୁରୀ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ଆସୁଥିବା ବେଳେ ଭିଆଇପି ଦର୍ଶନ ନାଁରେ ଦଲାଲ୍ ମାନେ ଭକ୍ତଙ୍କୁ ଶୋଷଣ କରୁଛନ୍ତି । ଖବର ପ୍ରସାରଣ ପରେ ୧୩ ଜଣ ଗିରଫ ହେଲେଣି । ଆଉ ଏବେ ଫେକ୍ ଆର୍ମି ଅଫିସରଙ୍କୁ ଧରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ