Masthead

ନକଲି ବିଏଡ ଇନଷ୍ଟିଚ୍ୟୁଟ ଠାବ

କୋରେଇ (ବଡ଼ ଖବର ବ୍ୟୁରୋ): ନକଲି ବିଏଡ ଟ୍ରେନିଂ ଇନଷ୍ଟିଚ୍ୟୁଟ ଠାବ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲାରେ । ଭଦ୍ରକ ଏବଂ ଦାନଗଦୀରେ ନକଲି ଇନଷ୍ଟିଚ୍ୟୁଟ କରି ଛାତ୍ରଛାତ୍ରୀଙ୍କୁ ଠକାଯାଇଥିବା ଅଭିଯୋଗ ହୋଇଛି।ଏଭଳି ଠକାମୀର ଶୀକାର ହୋଇଛନ୍ତି ଯାଜପୁର, ଭଦ୍ରକ ଓ ଖୋର୍ଦ୍ଧା ଅଞ୍ଚଳର ୪୦ରୁ ଅଧିକ ଛାତ୍ରଛାତ୍ରୀ ।

ସୂଚନା ପାଇ ଦାନଗଦୀ ଫାଣ୍ଡି ଅଧିକାରୀ ଏକ ବସ୍ ଓ ଇନଷ୍ଟିଚ୍ୟୁଟ ମାଲିକ ସମେତ ୩ଜଣଙ୍କୁ ଅଟକ ରହିଛି। ଆନ୍ଧ୍ରର ଆଚାର୍ଯ୍ୟ ନାଗାର୍ଜୁନ ବିଶ୍ବବିଦ୍ୟାଳୟରେ ବିଏଡ୍ କରାଇ ଦେବାକୁ କହି ଛାତ୍ରଛାତ୍ରୀଙ୍କୁ ଠକାଯାଇଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି