Masthead

ନକଲି ସାର୍ଟିଫିକେଟ୍‌ ଲିଙ୍କ, ଜୟପୁରରୁ ୪ ଗିରଫ

ଜୟପୁର(ବଡ଼ ଖବର ବ୍ୟୁରୋ): ନକଲି ସାର୍ଟିଫିକେଟ୍‌ ଲିଙ୍କରେ ୪ ଜଣଙ୍କୁ ଗିରଫ କଲା ଜୟପୁର ଟାଉନ ଥାନା ପୋଲିସ । ଗ୍ରାମୀଣ ଡାକ ସେବକ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇଥିଲେ । ଗିରଫ ଅଭିଯୁକ୍ତ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଅଞ୍ଚଳର ବୋଲି ଜଣାପଡ଼ିଛି । ଜାଲ୍‌ ସାର୍ଟିଫିକେଟ ଦେଇ ଗ୍ରାମୀଣ ଡାକ ସେବକ ନିଯୁକ୍ତିରେ ଚୟନ ହୋଇଥିଲେ, ଯାଞ୍ଚ ବେଳେ ଧରା ପଡ଼ିଛନ୍ତି ।

ପ୍ରଥମେ ବଲାଙ୍ଗୀରରୁ ଧରାପଡ଼ିଥିଲା ଜାଲ ସାର୍ଟିଫିକେଟ କାରବାର । ୪ ଜଣଙ୍କୁ ଗିରଫ କରି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ସମ୍ବଲପୁରରୁ ମଧ୍ୟ ଏହାର ଲିଙ୍କ ଥିବା ଜଣାପଡ଼ିଛି । ସମ୍ବଲପୁର ଡାକ ବିଭାଗ ପକ୍ଷରୁ ୬ ଜଣ ଚାକିରୀ ଆଶାୟୀଙ୍କ ନାଁରେ ସମ୍ବଲପୁର ଟାଉନ ଥାନାରେ ଏତଲା ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ