Masthead

ପୁଣି ଠାବ ହେଲା ନକଲି ଘିଅ

କଟକ (ବଡ଼ ଖବର ବ୍ୟୁରୋ): ନକଲି ଘିଅକୁ ପୋଲିସ ନଷ୍ଟ କଲା ପୋଲିସ । କଟକ ସହରରୁ ଜବତ ହୋଇଥିବା ନକଲି ଘିଅକୁ କଟକ କମିଶନରେଟ ପୋଲିସ ଆଜି ନକଲି ଘିଅକୁ ନଷ୍ଟ କରିଛି । ନଷ୍ଟ କରାଯାଇ ଥିବା ଘିଅର ଆନୁମାନିକ ମୂଲ୍ୟ ୪ ଲକ୍ଷ୍ୟ ଟଙ୍କା ହେବ । ଶିଖର ପୁର ଅଞ୍ଚଳରେ ଗାତଖୋଳି ଏହି ଘିଅ ଗୁଡିକୁ ପୋତି ଦିଆଯାଇଛି ।

ପ୍ରାୟ ୮ ମାସ ତଳେ ଚଉଳିଆଗଞ୍ଜ ଅଞ୍ଚଳରେ ଥିବା ଏକ ନକଲି ଘିଅ କାରଖାନା ଠାବ ହୋଇଥିଲା । ଏହି ମାମଲାରେ ପୋଲିସ ୪ ଜଣ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରିଥିଲା ।ତେବେ ନକଲି ତଥା ଅପମିଶ୍ରିତ ଘିଅ କୁ ନଷ୍ଟ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଯାହାକି ଆଜି କମିଶନରେଟ ପୋଲିସ ନଷ୍ଟ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି