Masthead

ଧରାପଡ଼ିଲେ ନକଲି ଶିକ୍ଷୟତ୍ରୀ

ଲଇକେରା (ବଡ଼ ଖବର ବ୍ୟୁରୋ): ଧରାପଡ଼ିଲେ ଲଇକେରା ବ୍ଳକରେ ୨ ନକଲି ଶିକ୍ଷୟତ୍ରୀ । ସେମାନେ ହେଲେ ତପଗୁଞ୍ଜା ପିୟୁପି ସ୍କୁଲର ସହକାରୀ ଶିକ୍ଷୟତ୍ରୀ ପ୍ରତିଭା ମଞ୍ଜରୀ ନାଏକ ଏବଂ କାଙ୍କମାଳ ପିୟୁପି ସ୍କୁଲର ସହକାରୀ ଶିକ୍ଷୟତ୍ରୀ ସୁମିତ୍ରା ଦିହିରିଆ।

ଉଭୟଙ୍କ ନାଁରେ ଲଇକେରା ଥାନାରେ ଏତଲା ଦେଇଛନ୍ତି ଲଇକେରା ବ୍ଳକ ଶିକ୍ଷା ଅଧିକାରୀ ରମେଶ ପଟେଲ। ୨୦୧୧ ରୁ ଶିକ୍ଷା ସହାୟକ ଭାବେ ନିଯୁକ୍ତି ପାଇ ୨୦୧୭ ରେ ରେଗୁଲାର ହୋଇଥିଲେ ପ୍ରତିଭା ଓ ସୁମିତ୍ରା । ଦୀର୍ଘ ୧୧ ବର୍ଷ ହେଲା ଚାକିରି ହାତେଇବା ସହ ସରକାରଙ୍କ ଠାରୁ ଦରମା ନେଉଥିଲେ ଉଭୟ ଶିକ୍ଷୟତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ