Masthead

ଧରାପଡ଼ିଲେ ନକଲି ଶିକ୍ଷୟତ୍ରୀ

ଲଇକେରା (ବଡ଼ ଖବର ବ୍ୟୁରୋ): ଧରାପଡ଼ିଲେ ଲଇକେରା ବ୍ଳକରେ ୨ ନକଲି ଶିକ୍ଷୟତ୍ରୀ । ସେମାନେ ହେଲେ ତପଗୁଞ୍ଜା ପିୟୁପି ସ୍କୁଲର ସହକାରୀ ଶିକ୍ଷୟତ୍ରୀ ପ୍ରତିଭା ମଞ୍ଜରୀ ନାଏକ ଏବଂ କାଙ୍କମାଳ ପିୟୁପି ସ୍କୁଲର ସହକାରୀ ଶିକ୍ଷୟତ୍ରୀ ସୁମିତ୍ରା ଦିହିରିଆ।

ଉଭୟଙ୍କ ନାଁରେ ଲଇକେରା ଥାନାରେ ଏତଲା ଦେଇଛନ୍ତି ଲଇକେରା ବ୍ଳକ ଶିକ୍ଷା ଅଧିକାରୀ ରମେଶ ପଟେଲ। ୨୦୧୧ ରୁ ଶିକ୍ଷା ସହାୟକ ଭାବେ ନିଯୁକ୍ତି ପାଇ ୨୦୧୭ ରେ ରେଗୁଲାର ହୋଇଥିଲେ ପ୍ରତିଭା ଓ ସୁମିତ୍ରା । ଦୀର୍ଘ ୧୧ ବର୍ଷ ହେଲା ଚାକିରି ହାତେଇବା ସହ ସରକାରଙ୍କ ଠାରୁ ଦରମା ନେଉଥିଲେ ଉଭୟ ଶିକ୍ଷୟତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ