Masthead

ଟ୍ରେନରୁ ଖସିଗଲେ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଘରକୁ ଆସିବା କାଳ ହେଲା । ଟ୍ରେନରୁ ଖସିପଡି ଗଲା ଜୀବନ। ଟ୍ରେନ ଯୋଗେ ଘରକୁ ଫେରୁଥିବା ବେଳେ ଖସିପଡି ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଅଞ୍ଚଳର ଜଗଦା ପ୍ରଧାନ (୩୧)। ବିହାରରୁ ପାଟଣା – ପୁରୀ ଏକ୍ସେପ୍ରେସ ଟ୍ରେନରେ ସେ ନିଜ ଗ୍ରାମ ସୁବର୍ଣ୍ଣପୁରକୁ କଟକ ଦେଇ ଭୁବନେଶ୍ୱର ଫେରୁଥିଲେ । ବାରଙ୍ଗ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ଗୋଲେଇ ରେଳଧାରଣା କଡ଼କୁ ଟ୍ରେନରୁ ଜଗଦା ଖସିପଡିଥିଲେ। ଗୁରୁତର ଜଗଦାଙ୍କୁ ଉଦ୍ଧାର କରିବାରେ ବିଳମ୍ବ ହେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ବାରଙ୍ଗ ଜିଆରପି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରିବା ସହ ବ୍ୟବଚ୍ଛେଦ ପାଇଁ କଟକ ପଠାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା