Masthead

ସମ୍ବଲପୁରରେ ଚାଷୀ ଆତ୍ମହତ୍ୟା

ବୁର୍ଲା (ବଡ଼ ଖବର ବ୍ୟୁରୋ): ପୁଣି ଚାଷୀ ଆତ୍ମହତ୍ୟା । ବୁର୍ଲା ଥାନା କୁଦ ଗୁଣ୍ଡେରପୁରରେ ଘଟିଛି ଏପରି ଘଟଣା । ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଚାଷୀ ଜଣକ କୁଦ ଗୁଣ୍ଡେରପୁରର କୈବଲ୍ୟ ରୋହିଦାସ । ସେ ବୁଧବାର ରାତିରେ ବିଷ ପିଇଥିଲେ । ତାଙ୍କର ମୃତ୍ୟୁ ପରେ ଶବ ବ୍ୟବଚ୍ଛେଦ ପାଇଁ ଅଣାଯାଇଛି ।

ସୂଚନା ଅନୁସାରେ କୈବଲ୍ୟଙ୍କ ଗତ ରବି ଚାଷରେ ମାତ୍ର ୪୫ କ୍ୱିଣ୍ଟାଲ ଧାନ ବିକ୍ରି ହୋଇପାରିଥିବାବେଳେ ବାକି ତକ ଧାନ ଦଲାଲକୁ ଦେଇଥିଲେ । ରବିରେ ସେ ୭ଏକର ଚାଷ କରି ଧାର ଉଧାର କରିଥିଲେ । ସେପଟେ ଚଳିତ ଖରିଫରେ ମଧ୍ୟ ସେ ପହ୍ଲା ରୁଆ କରିପାରିନାହାନ୍ତି । ଦେଢ ଏକର କରିଥିବା ଚାଷ ନଷ୍ଟ ହୋଇଛି । ମାତ୍ରାଧିକ ଚାପ ଯୋଗୁଁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପୁଅ ଦଶରଥ ରୋହିଦାସ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି