Masthead

ସମ୍ବଲପୁରରେ ଚାଷୀ ଆତ୍ମହତ୍ୟା

ବୁର୍ଲା (ବଡ଼ ଖବର ବ୍ୟୁରୋ): ପୁଣି ଚାଷୀ ଆତ୍ମହତ୍ୟା । ବୁର୍ଲା ଥାନା କୁଦ ଗୁଣ୍ଡେରପୁରରେ ଘଟିଛି ଏପରି ଘଟଣା । ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଚାଷୀ ଜଣକ କୁଦ ଗୁଣ୍ଡେରପୁରର କୈବଲ୍ୟ ରୋହିଦାସ । ସେ ବୁଧବାର ରାତିରେ ବିଷ ପିଇଥିଲେ । ତାଙ୍କର ମୃତ୍ୟୁ ପରେ ଶବ ବ୍ୟବଚ୍ଛେଦ ପାଇଁ ଅଣାଯାଇଛି ।

ସୂଚନା ଅନୁସାରେ କୈବଲ୍ୟଙ୍କ ଗତ ରବି ଚାଷରେ ମାତ୍ର ୪୫ କ୍ୱିଣ୍ଟାଲ ଧାନ ବିକ୍ରି ହୋଇପାରିଥିବାବେଳେ ବାକି ତକ ଧାନ ଦଲାଲକୁ ଦେଇଥିଲେ । ରବିରେ ସେ ୭ଏକର ଚାଷ କରି ଧାର ଉଧାର କରିଥିଲେ । ସେପଟେ ଚଳିତ ଖରିଫରେ ମଧ୍ୟ ସେ ପହ୍ଲା ରୁଆ କରିପାରିନାହାନ୍ତି । ଦେଢ ଏକର କରିଥିବା ଚାଷ ନଷ୍ଟ ହୋଇଛି । ମାତ୍ରାଧିକ ଚାପ ଯୋଗୁଁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପୁଅ ଦଶରଥ ରୋହିଦାସ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି